2 Kings 11:13 — Compare Translations
5 translations compared side by side
Odia - 1840
"ଏଥି ରେ ଅଥଲିଯା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ମନ୍ଦିରର ଲୋକମାନଙ୍କ ନିକଟକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଅଥଲିୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ମନ୍ଦିରର ଲୋକମାନଙ୍କ ନିକଟକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।