2 Kings 11:14 — Compare Translations
5 translations compared side by side
Odia - 1840
"ଅଥଲିଯା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡା ହବୋ କଥା ସେଠି ଛିଡା ହାଇେଛନ୍ତି। ରାଜାଙ୍କ ନିକଟରେ ସନୋପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥି ରେ ଅଥଲିଯା ନିଜର ବସ୍ତ୍ର ଚିରି ରାଜଦ୍ରୋହ! ରାଜଦ୍ରୋହ! ବୋଲି ଚିତ୍କାର କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି । ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ ରାଜଦ୍ରୋହ ବୋଲି ଡାକ ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଥଲିୟା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡ଼ା ହେବା କଥା ସେଇଠି ଛିଡ଼ା ହୋଇଛନ୍ତି। ରାଜାଙ୍କ ନିକଟରେ ସେନାପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥିରେ ଅଥଲିୟା ନିଜର ବସ୍ତ୍ର ଚିରି “ରାଜଦ୍ରୋହ! ରାଜଦ୍ରୋହ!” ବୋଲି ଚିତ୍କାର କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା।
Odia IRV 2017 (ଓଡିଆ ବାଇବେଲ)