2 Kings 11:15 — Compare Translations
5 translations compared side by side
Odia - 1840
"ଏଥି ରେ ଯାଜକ ଯିହାୟୋଦାରଦା ସୈନ୍ଯମାନଙ୍କର ଅଧ୍ଯକ୍ଷମାନଙ୍କୁ ଆଦେଶ ଦେଲେ, ଅଥଲିଯାକୁ ମନ୍ଦିର ବାହାରକୁ ନଇୟୋଅ। ୟିଏ ତା'ର ପଶ୍ଚାତ ଧାବନ କରୁଛି, ନିଶ୍ଚଯ ହତ୍ଯା କରାୟିବ। ତାକୁ କିମ୍ବା ତା'ର ଅନୁସରଣକାରୀମାନଙ୍କୁ ମନ୍ଦିର ଭିତ ରେ ହତ୍ଯା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାତ୍ଗାମୀ ହୁଏ, ତାହାକୁ ଖଡ଼୍ଗରେ ବଧ କର; କାରଣ ଯାଜକ କହିଲା, ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯାଜକ ଯିହୋୟାଦା ସୈନ୍ୟମାନଙ୍କର ଅଧ୍ୟକ୍ଷମାନଙ୍କୁ ଆଦେଶ ଦେଲେ, “ଅଥଲିୟାକୁ ମନ୍ଦିର ବାହାରକୁ ନେଇଯାଅ। ଯିଏ ତା’ର ପଶ୍ଚାତ ଧାବନ କରୁଛି, ନିଶ୍ଚୟ ହତ୍ୟା କରାଯିବ। ତାକୁ କିମ୍ବା ତା’ର ଅନୁସରଣକାରୀମାନଙ୍କୁ ମନ୍ଦିର ଭିତରେ ହତ୍ୟା କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାଦ୍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”