2 Kings 11:16 — Compare Translations
5 translations compared side by side
Odia - 1840
"ତହୁଁ ଅଥଲିଯା ଅଶ୍ବଦ୍ବାରର ପଥଦଇେ ରାଜଗୃହକୁ ଗଲା ବେଳେ ସମାନେେ ତାକୁ ଧରି ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ଵଦ୍ଵାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଅଥଲିୟା ଅଶ୍ୱଦ୍ୱାରର ପଥଦେଇ ରାଜଗୃହକୁ ଗଲାବେଳେ ସେମାନେ ତାକୁ ଧରି ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।