2 Kings 11:17 — Compare Translations
5 translations compared side by side
Odia - 1840
"ତା'ପରେ ଯିହାୟୋଦାରଦା ସଦାପ୍ରଭୁ, ରାଜା ଓ ଲୋକମାନଙ୍କ ମଧିଅରେ ଏକ ଚୁକ୍ତି କଲେ। ଏହି ଚୁକ୍ତି ଅନୁସାରେ ରାଜା ଓ ଲୋକମାନେ ସଦାପ୍ରଭୁଙ୍କର ଲୋକ ହେଲେ। ପୁଣି ଯିହାୟୋଦାରଦା ରାଜା ଓ ଲୋକମାନଙ୍କ ପାଇଁ ଏକ ଚୁକ୍ତି କରି କହିଲେ ଯେ, ରାଜା ଲୋକମାନଙ୍କ ପାଇଁ ଯାହା କରିବେ ଓ ଲୋକମାନେ ରାଜାଙ୍କୁ ମାନିବେ ଓ ତାଙ୍କ ଅନୁଗାମୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋୟାଦା ସଦାପ୍ରଭୁ, ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ଚୁକ୍ତି କଲେ। ଏହି ଚୁକ୍ତି ଅନୁସାରେ ରାଜା ଓ ଲୋକମାନେ ସଦାପ୍ରଭୁଙ୍କର ଲୋକ ହେଲେ। ପୁଣି ଯିହୋୟାଦା ରାଜା ଓ ଲୋକମାନଙ୍କ ପାଇଁ ଏକ ଚୁକ୍ତି କରି କହିଲେ ଯେ, ରାଜା ଲୋକମାନଙ୍କ ପାଇଁ ଯାହା କରିବେ ଓ ଲୋକମାନେ ରାଜାଙ୍କୁ ମାନିବେ ଓ ତାଙ୍କ ଅନୁଗାମୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।