2 Kings 11:18 — Compare Translations
5 translations compared side by side
Odia - 1840
"ଏଥି ଉତ୍ତା ରେ ସମସ୍ତ ଲୋକ ବାଲ୍ ମନ୍ଦିରକୁ ଗଲେ ଓ ସଠାେରେ ମନ୍ଦିର, ୟଜ୍ଞବଦେୀଗୁଡିକ ଓ ବାଲ୍ର ପ୍ରତିମାଗୁଡିକୁ ଭାଙ୍ଗି ଚୂର୍ଣ୍ଣ କରି ଦେଲେ। ସମାନେେ ମଧ୍ଯ ବାଲ୍ର ଯାଜକ ମତ୍ତନକୁ ୟଜ୍ଞବଦେୀ ସମ୍ମୁଖ ରେ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍-ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ । ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥି ଉତ୍ତାରେ ସମସ୍ତ ଲୋକ ବାଲ୍ ମନ୍ଦିରକୁ ଗଲେ ଓ ସେଠାରେ ମନ୍ଦିରର ଯଜ୍ଞବେଦିଗୁଡ଼ିକ ଓ ବାଲ୍ର ପ୍ରତିମାଗୁଡ଼ିକୁ ଭାଙ୍ଗି ଚୂର୍ଣ୍ଣ କରିଦେଲେ। ସେମାନେ ମଧ୍ୟ ବାଲ୍ର ଯାଜକ ମତ୍ତନକୁ ଯଜ୍ଞବେଦି ସମ୍ମୁଖରେ ବଧ କଲେ। ତା’ପରେ ଯାଜକ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିର ମରାମତି କାର୍ଯ୍ୟ ତଦାରଖ କରିବା ପାଇଁ ଲୋକମାନଙ୍କୁ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।
Odia IRV 2017 (ଓଡିଆ ବାଇବେଲ)