2 Kings 11:19 — Compare Translations
5 translations compared side by side
Odia - 1840
"ପୁଣି ସେ ଯାଜକ ସନୋପତିମାନଙ୍କୁ, କରୀଯମାନଙ୍କୁ, ପ୍ରହରୀମାନଙ୍କୁ ଓ ସମସ୍ତ ଲୋକମାନଙ୍କୁ ଧରି ସଦାପ୍ରଭୁଙ୍କ ମନ୍ଦିରରୁ ରାଜଗୃହକୁ ଚାଲି ରେ। ସମାନେେ ପ୍ରହରୀବର୍ଗର ଦ୍ବାର ଦଇେ ରାଜଗୃହକୁ ଆସିଲେ। ତା'ପରେ ୟୋଯାଶ ସିଂହାସନ ଉପରେ ଉପବିଷ୍ଟ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ଵାର ଦେଇ ରାଜଗୃହକୁ ଆସିଲେ । ଏଥିରେ ସେ ରାଜସିଂହାସନରେ ଉପବିଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଯାଜକ ସେନାପତିମାନଙ୍କୁ, କରୀୟମାନଙ୍କୁ, ପ୍ରହରୀମାନଙ୍କୁ ଓ ସମସ୍ତ ଲୋକମାନଙ୍କୁ ଧରି ସଦାପ୍ରଭୁଙ୍କ ମନ୍ଦିରରୁ ରାଜଗୃହକୁ ଗ୍ଭଲିଲେ। ସେମାନେ ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ତା’ପରେ ଯୋୟାଶ ସିଂହାସନ ଉପରେ ଉପବିଷ୍ଟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍ ରାଜସିଂହାସନରେ ଉପବିଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)