2 Kings 11:2 — Compare Translations
5 translations compared side by side
Odia - 1840
"ମାତ୍ର ଯୋରାମ ରାଜକନ୍ଯା, ଅହସିଯଙ୍କର ଭଗିନୀ ୟିହୋଶବୋ ଯେତବେେଳେ ଦେଖିଲେ ରାଜପୁତ୍ରମାନେ ନିହତ ହେଲ, ସେ ପୁତ୍ରମାନଙ୍କ ମଧ୍ଯରୁ ୟୋଯାଶକୁ ନଇଗେଲେ। ସେ ଶିଶୁ ଓ ତାହାର ଧାତ୍ରୀକୁ ନଇେ ଶଯନାଗାର ରେ ଲୁଗ୍ଭଇ ରଖିଲା। ତାକୁ ଲୁଗ୍ଭଇ ରଖିବାରୁ ସେ ଅଥଲିଯାଠାରୁ ହତ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶକୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକି ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯୋରାମଙ୍କ ରାଜକନ୍ୟା, ଅହସିୟଙ୍କର ଭଗିନୀ ଯିହୋଶେବା ଯେତେବେଳେ ଦେଖିଲେ ରାଜପୁତ୍ରମାନେ ନିହତ ହେଲେ, ସେ ପୁତ୍ରମାନଙ୍କ ମଧ୍ୟରୁ ଯୋୟାଶକୁ ନେଇଗଲେ। ସେ ଶିଶୁ ଯୋୟାଶ ଓ ତାହାର ଧାତ୍ରୀକୁ ନେଇ ଶୟନାଗାରରେ ଲୁଗ୍ଭଇ ରଖିଲା। ତାକୁ ଲୁଗ୍ଭଇ ରଖିବାରୁ ସେ ଅଥଲିୟାଠାରୁ ହତ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକି ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।