2 Kings 11:20 — Compare Translations
5 translations compared side by side
Odia - 1840
"ସମସ୍ତ ଲୋକ ଆନନ୍ଦିତ ହେଲେ ଓ ନଗର ସୁସ୍ଥିର ହେଲା। ଆଉ ରାଜଗୃହ ନିକଟରେ ଅଥଲିଯା ଖଡ୍ଗ ରେ ନିହତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାକୁ ଖଡ଼୍ଗରେ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକ ଆନନ୍ଦିତ ହେଲେ ଓ ନଗର ସୁସ୍ଥିର ହେଲା। ଆଉ ରାଜଗୃହ ନିକଟରେ ଅଥଲିୟା ଖଡ଼୍ଗରେ ନିହତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାକୁ ଖଡ୍ଗରେ ବଧ କଲେ।