2 Kings 11:21 — Compare Translations
5 translations compared side by side
Odia - 1840
"ୟୋଯାଶ ସାତବର୍ଷ ବଯସ ରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋୟାଶ୍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶ ସାତ ବର୍ଷ ବୟସରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋୟାଶ୍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୋୟାଶ୍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।