2 Kings 11:3 — Compare Translations

5 translations compared side by side

Odia - 1840
"ତା'ପରେ ୟୋଯାଶ ଓ ୟହୋଶବୋ ସଦାପ୍ରଭୁଙ୍କ ମନ୍ଦିର ରେ ଛଅବର୍ଷ ଗୋପନ ରେ ରହିଲେ ଓ ସେତବେେଳେ ଅଥଲିଯା ଯିହୁଦା ରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋୟାଶ ଓ ଯିହୋଶେବା ସଦାପ୍ରଭୁଙ୍କ ମନ୍ଦିରରେ ଛଅ ବର୍ଷ ଗୋପନରେ ରହିଲେ ଓ ସେତେବେଳେ ଅଥଲିୟା ଯିହୁଦାରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।