2 Kings 11:4 — Compare Translations
5 translations compared side by side
Odia - 1840
"ଏହାପରେ ସପ୍ତମ ବର୍ଷ ରେ ଯିହାୟୋଦାରଦା ଲୋକ ପଠାଇ କରୀଯମାନଙ୍କର ଓ ପ୍ରହରିବର୍ଗର ଅଧ୍ଯକ୍ଷମାନଙ୍କୁ ଅଣାଇ ସମାନଙ୍କେୁ ଏକତ୍ରିତ କରି ସଦାପ୍ରଭୁଙ୍କ ମନ୍ଦିରକୁ ଆପଣା ନିକଟକୁ ନଲୋ, ଆଉ ସେ ସମାନଙ୍କେ ସହିତ ଏକ ଚୁକ୍ତି କରାଇଲା ଓ ସଦାପ୍ରଭୁଙ୍କ ମନ୍ଦିର ରେ ସମାନଙ୍କେୁ ଶପଥ କରାଇ ରାଜପୁତ୍ର ୟୋଯାଶକୁ ଦଖାଇେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା କତିକି ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କୁ ଅଣାଇ ସେମାନଙ୍କୁ ଏକତ୍ରିତ କରି ସଦାପ୍ରଭୁଙ୍କ ମନ୍ଦିରକୁ ଆପଣା ନିକଟକୁ ନେଲା, ଆଉ ସେ ସେମାନଙ୍କ ସହିତ ଏକ ଚୁକ୍ତି କରାଇଲା ଓ ସଦାପ୍ରଭୁଙ୍କ ମନ୍ଦିରରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ର ଯୋୟାଶକୁ ଦେଖାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।
Odia IRV 2017 (ଓଡିଆ ବାଇବେଲ)