2 Kings 11:5 — Compare Translations

5 translations compared side by side

Odia - 1840
"ତା'ପରେ ସେ ସମାନଙ୍କେୁ ଆଜ୍ଞା ଦଇେ କହନ୍ତି, ତୁମ୍ଭମାନେେ ଏହା ନିଶ୍ଚଯ କରିବ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ବିଶ୍ରାମ ଦିନ ଆରମ୍ଭ ରେ ଏହି ପ୍ରାସାଦକୁ ପ୍ରହରା ଦବୋକୁ ନିଶ୍ଚଯ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଏହା ନିଶ୍ଚୟ କରିବ। ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ବିଶ୍ରାମ ଦିନରେ ଏହି ପ୍ରାସାଦକୁ ପ୍ରହରା ଦେବାକୁ ନିଶ୍ଚୟ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,