2 Kings 11:6 — Compare Translations
5 translations compared side by side
Odia - 1840
"ଅନ୍ୟ ଏକତୃତୀଯାଂଶ ସୂର ଫାଟକରେ ରହିବେ ଓ ଆଉ ଏକତୃତୀଯାଂଶ ପ୍ରହରିମାନଙ୍କର ପଛ ଫାଟକରେ ରହିବେ। ଏହିରୂପେ ତୁମ୍ଭମାନେେ ପୁରା ଦମ୍ ରେ ପ୍ରାସାଦକୁ ଜଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତୃତୀୟାଂଶ ସୂର-ଦ୍ଵାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍ ଦ୍ଵାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଏକତୃତୀୟାଂଶ ସୂର ଫାଟକରେ ରହିବେ ଓ ଆଉ ଏକତୃତୀୟାଂଶ ପ୍ରହରୀମାନଙ୍କର ପଛ ଫାଟକରେ ରହିବେ। ଏହିରୂପେ ତୁମ୍ଭେମାନେ ପୁରା ଦମ୍ରେ ପ୍ରାସାଦକୁ ଜଗିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।
Odia IRV 2017 (ଓଡିଆ ବାଇବେଲ)
ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।