2 Kings 11:7 — Compare Translations
5 translations compared side by side
Odia - 1840
"ପୁଣି ବିଶ୍ରାମ ବାରର ଦୁଇ ଭାଗର ଲୋକ ଯେଉଁମାନେ କର୍ମକ୍ଷେତ୍ରକୁ ୟାଇ ସଦାପ୍ରଭୁଙ୍କ ମନ୍ଦିରର ପ୍ରହରୀ ରହିବେ ଓ ରାଜା ୟୋଯାଶ୍କୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବିଶ୍ରାମ ବାରରେ ଦୁଇ ଭାଗର ଲୋକ ଯେଉଁମାନେ କର୍ମକ୍ଷେତ୍ରକୁ ଯାଇ ସଦାପ୍ରଭୁଙ୍କ ମନ୍ଦିରର ପ୍ରହରୀ ରହିବେ ଓ ରାଜା ଯୋୟାଶଙ୍କୁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।