2 Kings 11:8 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ରାଜା ଯୋଯାଶକୁ ବେଷ୍ଟନ କରି ରହିବ। ସେ ଯେତବେେଳେ ଯିବେ, ତୁମ୍ଭେ ତାଙ୍କ ସହିତ ନିଶ୍ଚଯ ରହିବ। ତୁମ୍ଭମାନେେ ସର୍ବଦା ଅସ୍ତ୍ର ରେ ସଜ୍ଜିତ ହାଇେ ରହିବ। ଯେ କୌଣସି ଲୋକ ତୁମ୍ଭର ଅତି ନିକଟକୁ ଆ ସେ ତାକୁ ହତ୍ଯା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ରାଜା ଯୋୟାଶକୁ ବେଷ୍ଟନ କରି ରହିବ। ସେ ଯେତେବେଳେ ଯିବେ, ତୁମ୍ଭେ ତାଙ୍କ ସହିତ ନିଶ୍ଚୟ ରହିବ। ତୁମ୍ଭେମାନେ ସର୍ବଦା ଅସ୍ତ୍ରରେ ସଜ୍ଜିତ ହୋଇ ରହିବ। ଯେକୌଣସି ଲୋକ ତୁମ୍ଭର ଅତି ନିକଟକୁ ଆସେ ତାକୁ ହତ୍ୟା କରାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। ”