2 Kings 11:9 — Compare Translations

5 translations compared side by side

Odia - 1840
"ୟିହୋଯାଦା ଯାଜକ ଯାହାସବୁ ଆଦେଶ କଲେ, ଅଧ୍ଯକ୍ଷମାନେ ତଦନୁସା ରେ ପାଳନ କଲେ। ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକ ତାଙ୍କର ପୁରୁଷମାନଙ୍କୁ ଆଣିଲେ, ଉଭୟ ଯେଉଁମାନେ ବିଶ୍ରାମ ଦିନ ରେ କାର୍ୟ୍ଯକୁ ଯାଉଥିଲେ ଓ ଯେଉଁମାନେ କାର୍ୟ୍ଯକୁ ନଯାଉଥିଲେ, ଏହି ଲୋକମାନେ ୟିହୋଯାଦା ଯାଜକ ନିକଟକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ଯାଜକ ଯାହାସବୁ ଆଦେଶ କଲେ, ଅଧ୍ୟକ୍ଷମାନେ ତଦନୁସାରେ ପାଳନ କଲେ। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ତାଙ୍କର ପୁରୁଷମାନଙ୍କୁ ଆଣିଲେ, ଉଭୟ ଯେଉଁମାନେ ବିଶ୍ରାମ ଦିନରେ କାର୍ଯ୍ୟକୁ ଯାଉଥିଲେ ଓ ଯେଉଁମାନେ କାର୍ଯ୍ୟକୁ ଯାଉ ନ ଥିଲେ, ଏହି ଲୋକମାନେ ଯିହୋୟାଦା ଯାଜକ ନିକଟକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।