2 Kings 12:1 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ରେ ଯହେୂଙ୍କ ରାଜତ୍ବର ସପ୍ତମ ବର୍ଷ ରେ ୟୋଯାଶଙ୍କ ଶାସନ ଆରମ୍ଭ ହେଲା। ସେ ୟିରୁଶାଲମ ରେ ଚାଳିଶ ବର୍ଷ ରାଜତ୍ବ କଲେ। ତାଙ୍କର ମାତା ବରେଶବୋ ନିବାସିନୀ ସିବିଯା ନାମ ରେ ଖ୍ଯାତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହୂଙ୍କର ଅଧିକାରର ସପ୍ତମ ବର୍ଷରେ ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କରଣମାତାର ନାମ ସିବୀୟା, ସେ ବେର୍ଶେବା-ନିବାସିନୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶଙ୍କ ଶାସନ ଆରମ୍ଭ ଇସ୍ରାଏଲରେ ଯେହୂଙ୍କ ରାଜତ୍ୱର ସପ୍ତମ ବର୍ଷରେ ଯୋୟାଶଙ୍କ ଶାସନ ଆରମ୍ଭ ହେଲା। ସେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତା ‌ବେ‌ର୍‌ଶେବା ନିବାସିନୀ ସିବିୟା ନାମରେ ଖ୍ୟାତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍‍ ରାଜତ୍ୱ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍‍ଶେବା ନିବାସିନୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍‍ ରାଜତ୍ଵ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍‍ଶେବା ନିବାସିନୀ ଥିଲେ।