2 Kings 12:10 — Compare Translations

5 translations compared side by side

Odia - 1840
"ତା'ପରେ ଲୋକମାନେ ସହେି ସିନ୍ଦୁକରେ ଟଙ୍କା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପକାଇଲେ। ଯେତବେେଳେ ରାଜାଙ୍କ ସଚୀବ ଓ ମହାୟାଜକ ଦେଖିଲେ ସିନ୍ଦୁକରେ ପ୍ରଚୁର ଟଙ୍କା ହାଇଗେଲା, ସମାନେେ ଆସି ତାକୁ ନଇଗେଲେ ଓ ଥଳି ରେ ରଖି ଗଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଲୋକମାନେ ସେହି ସିନ୍ଦୁକରେ ଟଙ୍କା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକାଇଲେ। ଯେତେବେଳେ ରାଜାଙ୍କ ସଚୀବ ଓ ମହାଯାଜକ ଦେଖିଲେ ସିନ୍ଦୁକରେ ପ୍ରଚୁର ଟଙ୍କା ହୋଇଗଲା, ସେମାନେ ଆସି ତାକୁ ନେଇଗଲେ ଓ ଥଳିରେ ରଖି ଗଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ।