2 Kings 12:11 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଶ୍ରମିକମାନଙ୍କୁ, ବଢଇମାନଙ୍କେୁ ଓ ଅନ୍ୟ ରାଜମନ୍ତ୍ରୀଗଣ ସଦାପ୍ରଭୁଙ୍କ ମନ୍ଦିର ପୂନଃନିର୍ମାଣ କାର୍ୟ୍ଯ ମରାମତି ରେ ଏହି ଟଙ୍କା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ, ବଢ଼େଇମାନଙ୍କୁ ଓ ଅନ୍ୟ ରାଜମନ୍ତ୍ରୀଗଣ ସଦାପ୍ରଭୁଙ୍କ ମନ୍ଦିର ପୂନଃନିର୍ମାଣ କାର୍ଯ୍ୟ ମରାମତିରେ ଏହି ଟଙ୍କା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ