2 Kings 12:14 — Compare Translations
4 translations compared side by side
Odia - 1840
"ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କୁଶଳ ଶ୍ରମିକମାନଙ୍କୁ ମଜୁରି ରେ ବ୍ଯଯ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ଵାରା ସଦାପ୍ରଭୁଙ୍କ ଗୃହ ପୁନର୍ନିର୍ମାଣ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ପୁନଃନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ପୁନଃନିର୍ମାଣ କଲେ।