2 Kings 12:15 — Compare Translations

5 translations compared side by side

Odia - 1840
"ମାତ୍ର ଶ୍ରମିକମାନଙ୍କୁ ଦବୋ ପାଇଁ ଯେଉଁମାନଙ୍କ ହସ୍ତ ରେ ସେ ଟଙ୍କା ଦିଆଗଲା, ସମାନଙ୍କେଠାରୁ କହେି ହିସାବ ନେଲେ ନାହିଁ। କାରଣ ସମାନେେ ଅତି ବିଶ୍ବସ୍ତ ଭାବରେ କାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ଵସ୍ତ ଭାବରେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଶ୍ରମିକମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ସେ ଟଙ୍କା ଦିଆଗଲା, ସେମାନଙ୍କଠାରୁ କେହି ହିସାବ ନେଲେ ନାହିଁ। କାରଣ ସେମାନେ ଅତି ବିଶ୍ୱସ୍ତ ଭାବରେ କାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।