2 Kings 12:16 — Compare Translations
5 translations compared side by side
Odia - 1840
"କୌଣସି ଦୋଷ ପାଇଁ ଓ ପାପ ପାଇଁ ଉତ୍ସର୍ଗୀକୃତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ ରେ ବ୍ଯବହୃତ ହେଲା ନାହିଁ। ତାହା ଯାଜକମାନଙ୍କର ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଦୋଷ ପାଇଁ ଓ ପାପ ପାଇଁ ଉତ୍ସର୍ଗୀକୃତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣରେ ବ୍ୟବହୃତ ହେଲା ନାହିଁ। ତାହା ଯାଜକମାନଙ୍କର ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।
Odia IRV 2017 (ଓଡିଆ ବାଇବେଲ)
ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।