2 Kings 12:17 — Compare Translations
5 translations compared side by side
Odia - 1840
"ଅନନ୍ତର ଅରାମର ରାଜା ହସାଯଲେ ଗାଥ ବିରୁଦ୍ଧ ରେ ୟୁଦ୍ଧ କରି ତାକୁ ଅଧିକାର କଲେ। ତା'ପରେ ସେ ୟିରୁଶାଲମ ବିରୁଦ୍ଦ ରେ ୟୁଦ୍ଧ କରିବାକୁ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶ୍ ହସାୟେଲଙ୍କଠାରୁ ଯିରୁଶାଲମକୁ ରକ୍ଷା କରନ୍ତି ଅନନ୍ତର ଅରାମର ରାଜା ହସାୟେଲ ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାକୁ ଅଧିକାର କଲେ। ତା’ପରେ ସେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।