2 Kings 12:18 — Compare Translations
5 translations compared side by side
Odia - 1840
"ଏଥି ରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ୟିହୋଶାଫଟ, ୟିହୋରାମ ଓ ଅହସିଯ ପ୍ରଭୃତି ରାଜାଗଣ ସଦାପ୍ରଭୁଙ୍କୁ ଅର୍ପଣ କରିଥିବା ସମସ୍ତ ପବିତ୍ର ବସ୍ତ୍ର ଓ ସୁବର୍ଣ୍ଣ ଓ ଯୋୟାଶ୍ ସଦାପ୍ରଭୁଙ୍କ ଭଣ୍ତାର ରେ ଏବଂ ରାଜ ପ୍ରାସାଦ ରେ ରଖାୟାଇଥିବା ସୁବର୍ଣ୍ଣ ଆଦି ମୂଲ୍ଯବାନ ଦ୍ରବ୍ଯଗୁଡିକୁ ଅରାମର ରାଜା ହସାଯଲେ ନିକଟକୁ ପଠାଇଲେ, ତେଣୁ ସେ ଆଉ ୟିରୁଶାଲମ ବିରୁଦ୍ଧ ରେ ଗଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ତାରରେ ଓ ରାଜଗୃହସ୍ଥ ଭଣ୍ତାରରେ ପ୍ରାପ୍ତ ସମସ୍ତ ସ୍ଵର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍, ଯିହୋରାମ ଓ ଅହସିୟ ପ୍ରଭୃତି ରାଜାଗଣ ସଦାପ୍ରଭୁଙ୍କୁ ଅର୍ପଣ କରିଥିବା ସମସ୍ତ ପବିତ୍ର ବସ୍ତୁ ଓ ସୁବର୍ଣ୍ଣ ଓ ଯୋୟାଶ୍ ସଦାପ୍ରଭୁଙ୍କ ଭଣ୍ତାରରେ ଏବଂ ରାଜପ୍ରାସାଦରେ ରଖାଯାଇଥିବା ସୁବର୍ଣ୍ଣ ଆଦି ମୂଲ୍ୟବାନ ଦ୍ରବ୍ୟଗୁଡ଼ିକୁ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ, ତେଣୁ ସେ ଆଉ ଯିରୁଶାଲମ ବିରୁଦ୍ଧରେ ଗଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରିଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା।