2 Kings 12:19 — Compare Translations
5 translations compared side by side
Odia - 1840
"ୟୋଯାଶ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ କଳାପ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯୋୟାଶଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶଙ୍କ ମୃତ୍ୟୁ ଯୋୟାଶଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ କଳାପ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?