2 Kings 12:2 — Compare Translations
5 translations compared side by side
Odia - 1840
"ଯୋୟାଶ୍ ତାଙ୍କର ସମଗ୍ର ଜୀବନ କାଳ ରେ ଯାଜକ ୟିହୋଯାଦାଙ୍କ ଶିକ୍ଷାନୁସା ରେ ସଦାପ୍ରଭୁଙ୍କ ଆଜ୍ଞାପାଳନ କଲେ ଏବଂ ସେ ଯାହା କଲେ ତାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ଉତ୍ତମ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାଦା ଯାଜକ ଯୋୟାଶ୍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶ୍ ତାଙ୍କର ସମଗ୍ର ଜୀବନ କାଳରେ ଯାଜକ ଯିହୋୟାଦାଙ୍କ ଶିକ୍ଷାନୁସାରେ ସଦାପ୍ରଭୁଙ୍କ ଆଜ୍ଞାପାଳନ କଲେ ଏବଂ ସେ ଯାହା କଲେ ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାଦା ଯାଜକ ଯୋୟାଶ୍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାଦା ଯାଜକ ଯୋୟାଶ୍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।