2 Kings 12:20 — Compare Translations
5 translations compared side by side
Odia - 1840
"ଏହାପରେ ୟୋଯାଶ୍ଙ୍କର ଦାସମାନେ ଚକ୍ରାନ୍ତ କରି ସିଲ୍ଲାକୁ ୟିବା ପରେ ମିଲ୍ଲୋ ନାମକ ଗୃହ ରେ ତାଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରା; କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍ଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋୟାଶଙ୍କର ଦାସମାନେ ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ତାଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍ଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍ଙ୍କୁ ବଧ କଲେ।