2 Kings 12:21 — Compare Translations
5 translations compared side by side
Odia - 1840
"ଶିମିଯତର ପୁତ୍ର ୟୋଷାଖ୍ର ଓ ଶୋମରର ପୁତ୍ର ୟିହୋଷାବଦ୍ ନାମକ ୟୋଯାଶ୍ଙ୍କର ଦୁଇଟି ଦାସ ତାଙ୍କୁ ବଧ କଲେ। ତା'ପରେ ସମାନେେ ଦାଉଦ ନଗର ରେ ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ତାଙ୍କୁ କବର ଦେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ଅମତ୍ସିଯ ରାଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କୁ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟତର ପୁତ୍ର ଯୋଷାଖ୍ର ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ଯୋୟାଶଙ୍କର ଦୁଇଟି ଦାସ ତାଙ୍କୁ ବଧ କଲେ। ତା’ପରେ ସେମାନେ ଦାଉଦ ନଗରରେ ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ତାଙ୍କୁ କବର ଦେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ଅମତ୍ସିୟ ରାଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ ନଗରରେ ଯୋୟାଶ୍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।