2 Kings 12:3 — Compare Translations
5 translations compared side by side
Odia - 1840
"ତଥାପି ସେ, ଉଚ୍ଚସ୍ଥଳୀ ଗୁଡିକୁ ଧ୍ବଂସ କଲେ ନାହିଁ। ଲୋକମାନେ ତଥାପି ବଳିଦାନ ଉତ୍ସର୍ଗ କଲେ ଓ ସହେି ଉଚ୍ଚ ସ୍ଥାନମାନଙ୍କ ରେ ଧୂପ ଜଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ସେ, ଉଚ୍ଚସ୍ଥଳୀ ଗୁଡ଼ିକୁ ଧ୍ୱଂସ କଲେ ନାହିଁ। ଲୋକମାନେ ତଥାପି ବଳିଦାନ ଉତ୍ସର୍ଗ କଲେ ଓ ସେହି ଉଚ୍ଚ ସ୍ଥାନମାନଙ୍କରେ ଧୂପ ଜଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।