2 Kings 12:4 — Compare Translations
5 translations compared side by side
Odia - 1840
"ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ମନ୍ଦିର ରେ ଅଧିକ ଟଙ୍କା ରହିଛି, ଯାହାକୁ ଲୋକମାନେ ଆଣିଲେ। ସମାନେେ ଜନ ଗଣନା ସମୟରେ ବର ଦେଲେ। ସମାନେେ ସମାନଙ୍କେର ଅନୁସାରେ ମୁଦ୍ରା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶ୍ ସଦାପ୍ରଭୁଙ୍କ ମନ୍ଦିର ପୁନଃନିର୍ମାଣ ପାଇଁ ଆଦେଶ କରନ୍ତି ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, “ସଦାପ୍ରଭୁଙ୍କ ମନ୍ଦିରରେ ଅଧିକ ଟଙ୍କା ରହିଛି, ଯାହାକୁ ଲୋକମାନେ ଆଣିଲେ। ସେମାନେ ଜନ ଗଣନା ସମୟରେ କର ଦେଲେ। ସେମାନେ ସେମାନଙ୍କର ଅନୁସାରେ ମୁଦ୍ରା ଦେଲେ। ଲୋକମାନଙ୍କଠାରୁ ପ୍ରତ୍ୟେକ ନିରୂପିତ ମୁଦ୍ରା ପ୍ରାପ୍ତ କରି, ଯିଏ ସେବା କରିଛି। ମନ୍ଦିରର ଭଗ୍ନସ୍ଥଳର ମରାମତିରେ ଯାଜକମାନେ ମୁଦ୍ରା ବ୍ୟବହାର କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋୟାଶ୍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,
Odia IRV 2017 (ଓଡିଆ ବାଇବେଲ)