2 Kings 12:5 — Compare Translations

4 translations compared side by side

Odia - 1840
"ଲୋକମାନଙ୍କଠାରୁ ପ୍ରେତ୍ୟକକ ନିରୁପିତ ମୁଦ୍ରା ପ୍ରାପ୍ତ କରି, ୟିଏ ସବୋ କରିଛି। ମନ୍ଦିରର ଭଗ୍ନସ୍ଥଳର ମରାମତି ରେ ଯାଜକମାନେ ମୁଦ୍ରା ବ୍ଯବହାର କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନର୍ନିର୍ମାଣ କରନ୍ତୁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”