2 Kings 12:6 — Compare Translations

5 translations compared side by side

Odia - 1840
"ମାତ୍ର ଯାଜକମାନେ ଯୋୟାଶ୍ ରାଜତ୍ବର ତଇେଶି ବର୍ଷ ପର୍ୟ୍ଯନ୍ତ ଗୃହର କ୍ଷତିସ୍ଥାନ ମରାମତି କରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୋୟାଶ୍ ରାଜାଙ୍କର ଅଧିକାରର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନର୍ନିର୍ମାଣ କରି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯାଜକମାନେ ଯୋୟାଶ୍ ରାଜତ୍ୱର ତେଇଶ୍ ବର୍ଷ ପର୍ଯ୍ୟନ୍ତ ଗୃହର କ୍ଷତିସ୍ଥାନ ମରାମତି କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।