2 Kings 12:7 — Compare Translations

5 translations compared side by side

Odia - 1840
"ତେଣୁ ରାଜା ଯୋୟାଶ୍ ଯାଜକ ଯିହାୟୋଦାରଦା ଓ ଅନ୍ୟ ଯାଜକମାନଙ୍କୁ ଡକାଇଲେ ଏବଂ କହିଲେ, ତୁମ୍ଭମାନେେ ସଦାପ୍ରଭୁ ମନ୍ଦିରର ଉଗ୍ନସ୍ଥାନମାନ କାହିଁକି ମରାମତି କରୁ ନାହିଁ? ତୁମ୍ଭେ ସବୋ କରିଥିବା ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ। ସହେି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିରର ଭଗ୍ନସ୍ଥାନ ପାଇଁ ମରାମତି ରେ ବ୍ଯବହାର ହେଉ। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋୟାଶ୍ ରାଜା ଯିହୋୟାଦ ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନର୍ନିର୍ମାଣ କରୁନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଯୋୟାଶ୍ ଯାଜକ ଯିହୋୟାଦା ଓ ଅନ୍ୟ ଯାଜକମାନଙ୍କୁ ଡକାଇଲେ ଏବଂ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ମନ୍ଦିରର ଭଗ୍ନସ୍ଥାନମାନ କାହିଁକି ମରାମତି କରୁ ନାହଁ? ତୁମ୍ଭେ ସେବା କରିଥିବା ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ। ସେହି ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରର ଭଗ୍ନସ୍ଥାନ ମରାମତି ପାଇଁ ବ୍ୟବହାର ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋୟାଶ୍‍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁ ନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନ ସ୍ଥାନ ନିମନ୍ତେ ତାହା ସମର୍ପଣ କର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋୟାଶ୍‍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର।”