2 Kings 12:8 — Compare Translations
5 translations compared side by side
Odia - 1840
"ତେଣୁ ଯାଜକମାନେ ଲୋକମାନଙ୍କଠାରୁ ଟଙ୍କା ନନବୋକୁ ସମ୍ମତ ହେଲେ। ଏବଂ ମଧ୍ଯ ମନ୍ଦିର ମରାମତି ନ କରିବାକୁ ସ୍ଥିର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନର୍ନିର୍ମାଣ ନ କରିବାକୁ ସମ୍ମତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାଜକମାନେ ଲୋକମାନଙ୍କଠାରୁ ଟଙ୍କା ନ ନେବାକୁ ସମ୍ମତ ହେଲେ। ଏବଂ ମଧ୍ୟ ମନ୍ଦିର ମରାମତି ନ କରିବାକୁ ସ୍ଥିର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ।