2 Kings 12:9 — Compare Translations
5 translations compared side by side
Odia - 1840
"ତେଣୁ ଯାଜକ ଯିହାୟୋଦାରଦା ଗୋଟିଏ ସିନ୍ଦୁକ ନଇେ ତା'ର ଢାଙ୍କୁଣି ରେ ଏକ ଛିଦ୍ର କରି ୟଜ୍ଞବଦେୀ ନିକଟରେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ ସ୍ଥାନର ଦକ୍ଷିଣ ପାଶର୍ବ ରେ ରଖିଲା। ପୁଣି ଦ୍ବାର ରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଟଙ୍କାସବୁ ଲୋକମାନଙ୍କ ଦ୍ବାରା ଆଣିଲେ, ସହେି ଦ୍ବାର ନିକଟରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ-ସ୍ଥାନର ଦକ୍ଷିଣ ପାର୍ଶ୍ଵରେ ରଖିଲା; ପୁଣି ଦ୍ଵାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାଜକ ଯିହୋୟାଦା ଗୋଟିଏ ସିନ୍ଦୁକ ନେଇ ତା’ର ଢାଙ୍କୁଣିରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା। ପୁଣି ଦ୍ୱାର ରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଟଙ୍କାସବୁ ଲୋକମାନଙ୍କ ଦ୍ୱାରା ଆଣିଲେ, ସେହି ଦ୍ୱାର ନିକଟରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)