2 Kings 13:1 — Compare Translations

5 translations compared side by side

Odia - 1840
"ଯିହୁଦାର ରାଜା ଅହସିଯଙ୍କ ପୁତ୍ର ୟୋଯାଶ୍ଙ୍କ ରାଜତ୍ବର ତ୍ରଯବିଂଶ ବର୍ଷ ରେ ଯହେୂଙ୍କର ପୁତ୍ର ଯିହାୟୋଦାରହସ୍ ଶମରିଯା ରେ ଇଶ୍ରାୟେଲ ଉପରେ ରାଜା ହେଲେ। ସେ ସତର ବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍ଙ୍କର ଅଧିକାରର ତେଇଶ୍ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାହ‌ସଙ୍କ ଶାସନ ଆରମ୍ଭ ଯିହୁଦାର ରାଜା ଅହସିୟଙ୍କ ପୁତ୍ର ଯୋୟାଶଙ୍କ ରାଜତ୍ୱର ତ୍ରୟବିଂଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରିୟାରେ ଇସ୍ରାଏଲ ଉପରେ ରାଜା ହେଲେ। ସେ ସତର ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।