2 Kings 13:10 — Compare Translations

5 translations compared side by side

Odia - 1840
"ଯିହୁଦା ରେ ଯୋୟାଶ୍ ରାଜାଙ୍କ ସପ୍ତତ୍ରିଂଶ ବର୍ଷ ରାଜତ୍ବ କାଳ ରେ ଯିହାୟୋଦାରଶ୍ଙ୍କ ପୁତ୍ର ଯୋୟାଶ୍ ଶମରିଯା ରେ ଇଶ୍ରାୟେଲ ଉପରେ ରାଜତ୍ବ କରିବାକୁ ୟାଇ ଷୋହଳ ବର୍ଷ ରାଜ୍ଯଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ଯୋୟାଶ୍ ରାଜାଙ୍କର ଅଧିକାରର ସଇଁତିରିଶ ବର୍ଷରେ ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ଇସ୍ରାଏଲ ଉପରେ ଶମରୀୟାରେ ରାଜ୍ୟ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲରେ ଯୋୟାଶଙ୍କ ଶାସନ ଯିହୁଦାର ଯୋୟାଶ୍ ରାଜାଙ୍କ ସଇଁତିରିଶ୍ ବର୍ଷ ରାଜତ୍ୱ କାଳରେ ଯିହୋୟାହସଙ୍କ ପୁତ୍ର ଯୋୟାଶ୍ ଶମରିୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଯାଇ ଷୋହଳ ବର୍ଷ ରାଜ୍ୟ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ଵ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।