2 Kings 13:11 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା ୟୋଯାଶ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ନବାଟଙ୍କ ପୁତ୍ର ୟାରବିଯାମ, ଇଶ୍ରାୟେଲୀୟମାନଙ୍କୁ ଯେଉଁ ପାପରେ ଲିପ୍ତ କରୁଥିଲେ ସହେି ସମାନ ପାପ ଅନୁସରଣ କଲେ ୟିଏ ଇଶ୍ରାୟେଲ ପାପର କାରଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ; ମାତ୍ର ସେ ତହିଁରେ ହିଁ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଯୋୟାଶ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ନବାଟଙ୍କ ପୁତ୍ର ଯାରବିୟାମ, ଇସ୍ରାଏଲୀୟମାନଙ୍କୁ ଯେଉଁ ପାପରେ ଲିପ୍ତ କରିଥିଲେ ସେହି ସମାନ ପାପ ଅନୁସରଣ କଲେ ଯିଏ ଇସ୍ରାଏଲର ପାପର କାରଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।