2 Kings 13:12 — Compare Translations
5 translations compared side by side
Odia - 1840
"ୟୋଯାଶଙ୍କ ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିଯା ଓ ଯେଉଁ ପରାକ୍ରମ ରେ ସେ ଯିହୁଦା ରେ ରାଜା ଅମତ୍ସିଯ ସଙ୍ଗେ ୟୁଦ୍ଧ କରିଥିଲେ ତାହା ସବୁ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶଙ୍କ ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାରେ ରାଜା ଅମତ୍ସିୟ ସଙ୍ଗେ ଯୁଦ୍ଧ କରିଥିଲେ ତାହା ସବୁ ଇସ୍ରାଏଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?