2 Kings 13:14 — Compare Translations

5 translations compared side by side

Odia - 1840
"ଇଲୀଶାୟ ପୀଡିତ ହେଲେ, ପରେ ଅସୁସ୍ଥତାରୁ ମୃତ୍ଯୁ ବରଣ କଲେ। ଇଶ୍ରାୟେଲ ରାଜା ଯୋୟାଶ୍ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ରୋଦନ କରି କହିଲେ, ହେ ମାରେ ପିତା! ହେ ମାରେପିତା! ହେ ଇଶ୍ରାୟେଲର ରଥ ଓ ତହିଁର ଅଶ୍ବାରୋହୀଗଣ ପାଇଁ ଏହା ସମୟ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ଵାରୋହୀଗଣ!
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟଙ୍କୁ ଯୋୟାଶଙ୍କ ପରିଦର୍ଶନ ଇଲୀଶାୟ ପୀଡ଼ିତ ହେଲେ, ପରେ ଅସୁସ୍ଥତାରୁ ମୃତ୍ୟୁବରଣ କଲେ। ଇସ୍ରାଏଲ ରାଜା ଯୋୟାଶ୍ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ରୋଦନ କରି କହିଲେ, “ହେ ମୋର ପିତା! ହେ ମୋର ପିତା! ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ ପାଇଁ ଏହା ସମୟ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”
Odia IRV 2017 (ଓଡିଆ ବାଇବେଲ)
ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”