2 Kings 13:15 — Compare Translations

5 translations compared side by side

Odia - 1840
"ଇଲୀଶାୟ ୟୋଯାଶଙ୍କୁ କହିଲେ, ଧନୁଗୁଡିକ ଓ ବାଣ ଧର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇଲୀଶାୟ ତାଙ୍କୁ କହିଲେ, ଧନୁ ଓ ତୀର ଧର; ତହୁଁ ସେ ଧନୁ ଓ ତୀର ଧରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଯୋୟାଶଙ୍କୁ କହିଲେ, “ଧନୁ ଓ ବାଣଗୁଡ଼ିକ ଧର।” ଯୋୟାଶ୍ ଧନୁ ଓ ବାଣଗୁଡ଼ିକ ଧରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।