2 Kings 13:16 — Compare Translations
5 translations compared side by side
Odia - 1840
"ତା'ପରେ ଇଲୀଶାୟ ରାଜାଙ୍କୁ ପୁଣି କହିଲେ, ଧନୁ ରେ ତୁମ୍ଭହାତ ଦିଅ। ତେଣୁ ରାଜା ଧନୁ ଉପରେ ହାତ ରଖିଲେ। ତା'ପରେ ଇଲୀଶାୟ ତାଙ୍କ ହାତ ରାଜାଙ୍କ ହାତ ଉପରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, ଧନୁ ଉପରେ ତୁମ୍ଭ ହାତ ଦିଅ; ତହୁଁ ସେ ତହିଁ ଉପରେ ହାତ ଦେଲେ । ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଲୀଶାୟ ରାଜାଙ୍କୁ ପୁଣି କହିଲେ, “ଧନୁରେ ତୁମ୍ଭହାତ ଦିଅ।” ତେଣୁ ରାଜା ଧନୁ ଉପରେ ହାତ ରଖିଲେ। ତା’ପରେ ଇଲୀଶାୟ ତାଙ୍କ ହାତ ରାଜାଙ୍କ ହାତ ଉପରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।