2 Kings 13:17 — Compare Translations

5 translations compared side by side

Odia - 1840
"ଇଲୀଶାୟ କହିଲେ, ପୂର୍ବ ଦିଗ ରେ ଥିବା ଝରକା ଖୋଲ। ଯୋୟାଶ୍ ଝରକା ଖାଲିେଲେ। ତା'ପରେ ଇଲୀଶାୟ କହିଲେ, ତୀର ନିକ୍ଷପେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ କହିଲେ, ପୂର୍ବଆଡ଼ ଝରକା ଫିଟାଅ; ତହିଁରେ ସେ ତାହା ଫିଟାଇଲେ । ତେବେ ଇଲୀଶାୟ କହିଲେ, ତୀର ମାର; ତହିଁରେ ସେ ତୀର ମାରିଲେ । ଏଥିରେ ଇଲୀଶାୟ କହିଲେ, ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର; କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ କହିଲେ, “ପୂର୍ବ ଦିଗରେ ଥିବା ଝରକା ଖୋଲ।” ଯୋୟାଶ୍ ଝରକା ଖୋଲିଲେ। ତା’ପରେ ଇଲୀଶାୟ କହିଲେ, “ତୀର ନିକ୍ଷେପ କର।” ଯୋୟାଶ୍ ତୀର ମାରିଲେ। ତା’ପରେ ଇଲୀଶାୟ କହିଲେ, “ଏହା ହେଉଛି ସଦାପ୍ରଭୁଙ୍କ ଜୟର ବାଣ, ଅରାମ ବିପକ୍ଷରେ ଜୟର ବାଣ, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ପରାସ୍ତ କରି ବିନାଶ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”
Odia IRV 2017 (ଓଡିଆ ବାଇବେଲ)