2 Kings 13:18 — Compare Translations
5 translations compared side by side
Odia - 1840
"ପୁଣି ଇଲୀଶାୟ କହିଲେ, ତୀରଗୁଡିକ ନିଅ। ସେ ତୀରଗୁଡିକ ନେଲେ। ତା'ପରେ ଇଲୀଶାୟ ରାଜାଙ୍କୁ କହିଲେ, ଭୂମିରୁ ଆଘାତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ କହିଲେ, ତୀରସବୁ ନିଅ; ତହିଁରେ ସେ ତାହାସବୁ ନେଲେ । ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, ଭୂମିକୁ ଆଘାତ କର; ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇଲୀଶାୟ କହିଲେ, “ତୀରଗୁଡ଼ିକ ନିଅ।” ସେ ତୀରଗୁଡ଼ିକ ନେଲେ। ତା’ପରେ ଇଲୀଶାୟ ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର।” ଯୋୟାଶ ତିନିଥର ଭୂମିକୁ ଆଘାତ କଲେ, ତା’ପରେ ସେ ନିବୃତ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।