2 Kings 13:2 — Compare Translations
5 translations compared side by side
Odia - 1840
"ସେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କଲେ। ନବାଟଙ୍କ ପୁତ୍ର ୟାରବିଯାମ ଦ୍ବାରା ପାପକୁ ସେ ଅନୁସରଣ କଲେ, ଯାହା ସେ ଇଶ୍ରାୟେଲୀୟମାନଙ୍କୁ କରାଇଲେ। ସେ ପାପଗାମୀ ହେଲେ ଓ ସେଥିରୁ ବିମୂଖ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ସେ ତହିଁରୁ ବିମୁଖ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କଲେ। ନବାଟଙ୍କ ପୁତ୍ର ଯାରବିୟାମଙ୍କର ପାପକୁ ସେ ଅନୁସରଣ କଲେ, ଯାହା ସେ ଇସ୍ରାଏଲୀୟମାନଙ୍କୁ କରାଇଲେ। ସେ ପାପଗାମୀ ହେଲେ ଓ ସେଥିରୁ ବିମୂଖ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍ ତହିଁରୁ ବିମୁଖ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍ ତହିଁରୁ ବିମୁଖ ହେଲେ ନାହିଁ।