2 Kings 13:20 — Compare Translations
5 translations compared side by side
Odia - 1840
"ଇଲୀଶାୟଙ୍କ ମୃତ୍ଯୁପରେ ଲୋକମାନେ ତାଙ୍କୁ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇଲୀଶାୟ ମରନ୍ତେ, ଲୋକମାନେ ତାଙ୍କୁ କବର ଦେଲେ । ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟଙ୍କ କବରେ ଏକ ଅଲୌକିକ କାର୍ଯ୍ୟ ଇଲୀଶାୟଙ୍କ ମୃତ୍ୟୁପରେ ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ଲୁଣ୍ଠନ କରିବାକୁ ଦେଶ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।