2 Kings 13:21 — Compare Translations

5 translations compared side by side

Odia - 1840
"କେତକେ ଇଶ୍ରାୟେଲୀୟ ଜଣେ ମୃତବ୍ଯକ୍ତିକୁ କବର ଦେଉଥିବା ବେଳେ ସମାନେେ ମାୟୋବୀଯ ସୈନ୍ଯମାନଙ୍କୁ ନିକଟକୁ ଆସୁଥିବାର ଦେଖିଲେ। ତହୁଁ ସମାନେେ ଭୟ ରେ ସହେି ମୃତ ଶରୀରକୁ ଇଲୀଶାୟ କବର ଭିତ ରେ ପକାଇ ଦେଲେ ଏବଂ ଦୌଡି ପଳାଇଗଲେ। ସହେିମୃତ ବ୍ଯକ୍ତି ଇଲୀଶାୟଙ୍କ ଅସ୍ଥି ସ୍ପର୍ଶ କଲାମାତ୍ ରେ ଜୀବନ୍ତ ହାଇେ ନିଜ ଗୋଡ ରେ ଛିଡା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ; ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଇସ୍ରାଏଲୀୟ ଜଣେ ମୃତବ୍ୟକ୍ତିକୁ କବର ଦେଉଥିବା ବେଳେ ସେମାନେ ମୋୟାବୀୟ ସୈନ୍ୟମାନଙ୍କୁ ନିକଟକୁ ଆସୁଥିବାର ଦେଖିଲେ। ତହୁଁ ସେମାନେ ଭୟରେ ସେହି ମୃତ ଶରୀରକୁ ଇଲୀଶାୟ କବର ଭିତରେ ପକାଇ ଦେଲେ ଏବଂ ଦୌଡ଼ି ପଳାଇଗଲେ। ସେହିମୃତ ବ୍ୟକ୍ତି ଇଲୀଶାୟଙ୍କ ଅସ୍ଥି ସ୍ପର୍ଶ କଲାମାତ୍ରେ ଜୀବନ୍ତ ହୋଇ ନିଜ ଗୋଡ଼ରେ ଛିଡ଼ା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।
Odia IRV 2017 (ଓଡିଆ ବାଇବେଲ)