2 Kings 13:22 — Compare Translations

5 translations compared side by side

Odia - 1840
"ଯିହାୟୋଦାରହସଙ୍କ ରାଜତ୍ବ କାଳର ସମସ୍ତ ସମୟ ଅରାମର ରାଜା ହସାଯଲେ ଇଶ୍ରାୟେଲର କ୍ଲେଶର କାରଣ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାହସ୍ଙ୍କର ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଉପଦ୍ରବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶ ଇସ୍ରାଏଲ ନଗରକୁ ପୁନର୍ବାର ଜୟ କରନ୍ତି ଯିହୋୟାହସଙ୍କ ରାଜତ୍ୱ କାଳର ସମସ୍ତ ସମୟ ଅରାମର ରାଜା ହସାୟେଲ ଇସ୍ରାଏଲର କ୍ଳେଶର କାରଣ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାହସ୍‍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାହସ୍‍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।