2 Kings 13:23 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲେ ଓ ସମାନଙ୍କେ ପ୍ରତି କୃପା ଦୃଷ୍ଟି କଲେ। କାରଣ ଅବ୍ରହାମ, ଇସ୍ହାକ୍ ଓ ଯାକୁବ ସହିତ ସଦାପ୍ରଭୁଙ୍କର ଚୁକ୍ତି ହାଇେଥିଲା। ସେ ସମାନଙ୍କେୁ ବିନାଶ କରିବେ ନାହିଁ କି ଦୂ ରଇେ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ଛାମୁରୁ ସେମାନଙ୍କୁ ଦୂର କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲେ ଓ ସେମାନଙ୍କ ପ୍ରତି କୃପା ଦୃଷ୍ଟି କଲେ। କାରଣ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବ ସହିତ ସଦାପ୍ରଭୁଙ୍କର ଚୁକ୍ତି ହୋଇଥିଲା। ସେ ସେମାନଙ୍କୁ ବିନାଶ କରିବେ ନାହିଁ କି ଦୂରେଇ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।